Online Bible

- Reklamy -




ବିଚାରକର୍ତ୍ତା 20:21 - ଓଡିଆ ବାଇବେଲ

21 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ବିନ୍ୟାମୀନ-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।

Viz kapitola kopírovat

ପବିତ୍ର ବାଇବଲ

21 ଏହା ପରେ ବିନ୍ୟାମୀନର ସୈନ୍ୟଗଣ ଗିବିୟାର ଯୁଦ୍ଧ କ୍ଷେତ୍ରକୁ ବାହାରି ଆସିଲେ। ସେହି ଦିନ ଯୁଦ୍ଧରେ ବିନ୍ୟାମୀନର ସୈନ୍ୟମାନେ ଇସ୍ରାଏଲର 22,000 ସୈନ୍ୟଙ୍କୁ ହତ୍ୟା କଲେ।

Viz kapitola kopírovat




ବିଚାରକର୍ତ୍ତା 20:21

Následuj nás:

Reklamy


Reklamy