Online Bible

- Reklamy -




ବିଚାରକର୍ତ୍ତା 20:26 - ଓଡିଆ ବାଇବେଲ

26 ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତେବେ ସମସ୍ତ ଇସ୍ରାଏଲ-ସନ୍ତାନ ଓ ସମସ୍ତ ଲୋକ ଉଠି ବୈଥେଲକୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ

26 ଏହା ପରେ ଇସ୍ରାଏଲର ସମସ୍ତ ଲୋକ ବୈଥେଲହମକୁ ଗଲେ। ସେହି ସ୍ଥାନରେ ସେମାନେ ବସି ସଦାପ୍ରଭୁଙ୍କୁ ଗୁହାରି ଜଣାଇଲେ। ସେମାନେ ସେଠାରେ ଦିନ ତମାମ କିଛି ଖାଇଲେ ନାହିଁ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ହୋମବଳି ଓ ମଙ୍ଗଳାର୍ଥକ ବଳି ପ୍ରଦାନ କଲେ।

Viz kapitola kopírovat




ବିଚାରକର୍ତ୍ତା 20:26

Následuj nás:

Reklamy


Reklamy