Online Bible

- Reklamy -




ବିଚାରକର୍ତ୍ତା 20:27 - ଓଡିଆ ବାଇବେଲ

27 ସେହି ସମୟରେ ପରମେଶ୍ୱରଙ୍କ ନିୟମ ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେହି ସମୟରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନ୍ହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।

Viz kapitola kopírovat

ପବିତ୍ର ବାଇବଲ

27 ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କୁ ଏକ ପ୍ରଶ୍ନ ପଗ୍ଭରିଲେ, ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବୈଥେ‌ଲ୍‌ଠାରେ ଥିଲା।

Viz kapitola kopírovat




ବିଚାରକର୍ତ୍ତା 20:27

Následuj nás:

Reklamy


Reklamy