ବିଚାରକର୍ତ୍ତା 20:3 - ଓଡିଆ ବାଇବେଲ3 (ତହୁଁ ଇସ୍ରାଏଲ ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା ? ତାହା ଆମ୍ଭମାନଙ୍କୁ କୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)3 (ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପୀକି ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 (ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।” Viz kapitolaପବିତ୍ର ବାଇବଲ3 ବିନ୍ୟାମୀନୀୟ ପରିବାରବର୍ଗର ଲୋକମାନେ ଶୁଣିବାକୁ ପାଇଲେ ଯେ ଇସ୍ରାଏଲର ସମସ୍ତ ଲୋକ ମିସ୍ପୀରେ ଏକତ୍ରିତ ହୋଇଛନ୍ତି। ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭମାନଙ୍କୁ କୁହ ଏପରି ଭୟଙ୍କର ଅବସ୍ଥା କିପରି ହେଲା?” Viz kapitola |