Online Bible

- Reklamy -




ବିଚାରକର୍ତ୍ତା 20:32 - ଓଡିଆ ବାଇବେଲ

32 ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। ମାତ୍ର ଇସ୍ରାଏଲ ସନ୍ତାନଗଣ କହିଲେ, ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ତହୁଁ ବିନ୍ୟାମୀନ-ସନ୍ତାନମାନେ କହିଲେ, ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, “ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।” ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, “ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।”

Viz kapitola kopírovat

ପବିତ୍ର ବାଇବଲ

32 ବିନ୍ୟାମୀନର ଲୋକମାନେ ସେମାନଙ୍କ ମଧ୍ୟରେ କୁହା କୁହି ହେଲେ, “ଆମ୍ଭେ ପୂର୍ବପରି ଜିତିବୁ।” ଇସ୍ରାଏଲର ଲୋକମାନେ ଦୌଡ଼ିପଳାଇଲେ। କିନ୍ତୁ ଏହା ଏକ ଗ୍ଭତୁରୀ ଥିଲା। ସେମାନେ ଗ୍ଭହୁଁଥିଲେ ବିନ୍ୟାମୀନ ଲୋକମାନେ ସେମାନଙ୍କର ନଗରରୁ ବାହାରି ରାସ୍ତାକୁ ପଳାଇ ଆସନ୍ତୁ।

Viz kapitola kopírovat




ବିଚାରକର୍ତ୍ତା 20:32

Následuj nás:

Reklamy


Reklamy