Online Bible

- Reklamy -




ବିଚାରକର୍ତ୍ତା 20:33 - ଓଡିଆ ବାଇବେଲ

33 ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହୁଁ ଇସ୍ରାଏଲ-ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

33 ତେଣୁ ଇସ୍ରାଏଲର ସମସ୍ତ ଲୋକ ସେମାନଙ୍କର ସ୍ଥାନରୁ ଉଠି ଦୌଡ଼ିଲେ। ସେମାନେ ସମସ୍ତେ ଗୋଟିଏ ଜାଗାରେ ରୁଣ୍ଡ ହେଲେ। ସେହି ସ୍ଥାନର ନାମ ଥିଲା ବା‌ଲ୍‌ତାମର। ଇସ୍ରାଏଲର କେତେକ ଲୋକ ଗିବିୟାର ପଶ୍ଚିମରେ ଲୁଚି ରହୁଥିଲେ। ପୂର୍ବ ଗିବିୟାରେ, ସେମାନେ ଲୁଚିଥିବା ସ୍ଥାନରୁ ବାହାରି ଆସିଲେ ଓ ଗିବିୟାକୁ ଆକ୍ରମଣ କଲେ।

Viz kapitola kopírovat




ବିଚାରକର୍ତ୍ତା 20:33

Následuj nás:

Reklamy


Reklamy