ବିଚାରକର୍ତ୍ତା 20:35 - ଓଡିଆ ବାଇବେଲ35 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନକୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିଦିନ ବିନ୍ୟାମୀନର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ଼୍ଗଧାରୀ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ। Viz kapitolaପବିତ୍ର ବାଇବଲ35 ସଦାପ୍ରଭୁ ଇସ୍ରାଏଲର ସୈନ୍ୟମାନଙ୍କ ଦ୍ୱାରା ବିନ୍ୟାମୀନମାନଙ୍କୁ ପରାସ୍ତ କଲେ। ସେହି ଦିନ ଇସ୍ରାଏଲର ସୈନ୍ୟମାନେ ସେମାନଙ୍କର 25,100 ସୈନ୍ୟମାନଙ୍କୁ ହତ୍ୟା କଲେ। ସେ ସମସ୍ତ ସୈନ୍ୟମାନେ ମୁଖ୍ୟତଃ ଯୁଦ୍ଧ ପାଇଁ ତାଲିମ ନେଇଥିଲେ। Viz kapitola |