ବିଚାରକର୍ତ୍ତା 20:37 - ଓଡିଆ ବାଇବେଲ37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ଼୍ଗଧାରରେ ସମସ୍ତ ନଗର ଆଘାତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ। Viz kapitolaପବିତ୍ର ବାଇବଲ37 ସେଠାରେ ଲୁଚିଥିବା ଲୋକମାନେ ଗିବିୟାକୁ ଆକ୍ରମଣ କରିଦେଲେ। ସେମାନେ ନଗରର ଗ୍ଭରିଆଡ଼େ ବ୍ୟାପିଗଲେ ଏବଂ ନଗରରେ ଖଣ୍ତା ଦ୍ୱାରା ପ୍ରତ୍ୟେକଙ୍କୁ ହତ୍ୟା କଲେ। Viz kapitola |