Online Bible

- Reklamy -




ବିଚାରକର୍ତ୍ତା 20:38 - ଓଡିଆ ବାଇବେଲ

38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।

Viz kapitola kopírovat

ପବିତ୍ର ବାଇବଲ

38 ବର୍ତ୍ତମାନ ଯେଉଁ ଇସ୍ରାଏଲୀୟ ଲୋକମାନେ ଲୁଚି ରହିଲେ, ସେମାନେ ଏକ ଯୋଜନା ପ୍ରସ୍ତୁତ କଲେ। ସେମାନେ ନଗରରୁ ବୃହତ୍ ଧୂମ ମେଘ ଉଠାଇବେ। ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ନିଷ୍ପତ୍ତି ହୋଇଯାଇ ଥିଲା।

Viz kapitola kopírovat




ବିଚାରକର୍ତ୍ତା 20:38

Následuj nás:

Reklamy


Reklamy