ବିଚାରକର୍ତ୍ତା 21:10 - ଓଡିଆ ବାଇବେଲ10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍ଗଧାରରେ ଆଘାତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର। Viz kapitolaପବିତ୍ର ବାଇବଲ10 ତେଣୁ ଇସ୍ରାଏଲର ଲୋକମାନେ 12,000 ସାହସୀ ସୈନ୍ୟମାନଙ୍କୁ ଯାବେଶ୍ ଗିଲିୟଦକୁ ପଠାଇଲେ। ସେମାନେ ସେହି ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦକୁ ଯାଅ ସେଠାକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ୟା କର। Viz kapitola |