ବିଚାରକର୍ତ୍ତା 21:16 - ଓଡିଆ ବାଇବେଲ16 ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?” Viz kapitolaପବିତ୍ର ବାଇବଲ16 ଇସ୍ରାଏଲର ଅଧିପତିମାନେ କହିଲେ, “ବିନ୍ୟାମୀନ ପରିବାରବର୍ଗ ମଧ୍ୟରୁ ସ୍ତ୍ରୀମାନେ ମରା ଯାଇଛନ୍ତି। ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କ’ଣ କରିବା? Viz kapitola |