Online Bible

- Reklamy -




ବିଚାରକର୍ତ୍ତା 21:22 - ଓଡିଆ ବାଇବେଲ

22 ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ଏମାନଙ୍କୁ ସେମାନଙ୍କୁ ଦେଇ ନାହଁ ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”

Viz kapitola kopírovat

ପବିତ୍ର ବାଇବଲ

22 ଯେତେବେଳେ ସେମାନଙ୍କ ପିତା ବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ଆପତ୍ତି କରିବାକୁ ଆସିବେ। ଆମ୍ଭେମାନେ କହିବୁ, ‘ଦୟାକରି ବିନ୍ୟାମୀନୀୟମାନଙ୍କୁ ଅନୁଗ୍ରହ କର। ଯଦିଓ ସେମାନେ ତୁମ୍ଭମାନଙ୍କର ସ୍ତ୍ରୀଲୋକମାନଙ୍କୁ ନେଇଯାଇଛନ୍ତି। ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ନାହିଁ। ତୁମ୍ଭେ ନିରୀହ ଅଟ, ଏପର୍ଯ୍ୟନ୍ତ ତୁମ୍ଭେ ସେମାନଙ୍କୁ ତୁମ୍ଭର କନ୍ୟାଗଣଙ୍କୁ ବିବାହ ଦେଲ, ଏଥିପାଇଁ ତୁମ୍ଭେମାନେ ତୁମ୍ଭର ସଦାପ୍ରଭୁଙ୍କ ପ୍ରତି ଶପଥ ଭାଙ୍ଗିଲ ନାହିଁ।’”

Viz kapitola kopírovat




ବିଚାରକର୍ତ୍ତା 21:22

Následuj nás:

Reklamy


Reklamy