ବିଚାରକର୍ତ୍ତା 21:3 - ଓଡିଆ ବାଇବେଲ3 ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?” Viz kapitolaପବିତ୍ର ବାଇବଲ3 ସେମାନେ ସଦାପ୍ରଭୁଙ୍କୁ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ଇସ୍ରାଏଲୀୟ ପ୍ରତି ଏପରି ବିପଦ କାହିଁକି ପଡ଼ିଲା? ଏବଂ କାହିଁକି ଇସ୍ରାଏଲର ପରିବାରବର୍ଗ ମଧ୍ୟରୁ ଗୋଟିଏ ହଜି ଯାଉଛି।” Viz kapitola |