ବିଚାରକର୍ତ୍ତା 3:16 - ଓଡିଆ ବାଇବେଲ16 ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଏହୂଦ୍ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ଵିଧାର ଖଡ଼୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ। Viz kapitolaପବିତ୍ର ବାଇବଲ16 ଏହୂଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ଦୈର୍ଘ୍ୟ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ୱିଧାର ବିଶିଷ୍ଟ ଥିଲା। ଏହାକୁ ତାଙ୍କର ଦକ୍ଷିଣ ଜଂଘରେ ବସ୍ତ୍ର ଭିତରେ ବାନ୍ଧି ରଖିଲେ। Viz kapitola |