ବିଚାରକର୍ତ୍ତା 3:19 - ଓଡିଆ ବାଇବେଲ19 ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, ଆପଣଙ୍କ ନିକଟରେ ମୋହର ଏକ ଗୁପ୍ତ କଥା ଅଛି। ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ସେ ଆପେ ଗିଲ୍ଗଲ୍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ। Viz kapitolaପବିତ୍ର ବାଇବଲ19 ଏହୂଦ ଜାଣିଲେ ଏବଂ ମୂର୍ତ୍ତୀ ନିକଟ ଗିଲ୍ଗଲ୍ ସ୍ଥଳକୁ ଗଲେ, ତା'ପରେ ସେ ଫେରି ଆସି ରାଜାଙ୍କୁ ଭେଟି ଏହୂଦ କହିଲେ, “ମୁଁ ଆପଣାଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ରାଜା ତାଙ୍କୁ ନୀରବ ରହିବା ପାଇଁ କହିଲେ ଓ ସେ ନିଜ ଲୋକମାନଙ୍କୁ ଘର ଛାଡ଼ିବାକୁ କହିଲେ। Viz kapitola |