ବିଚାରକର୍ତ୍ତା 3:20 - ଓଡିଆ ବାଇବେଲ20 ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ସିଂହାସନରୁ ଉଠିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିରେ ଏହୂଦ୍ ତାହା ନିକଟକୁ ଗଲେ; ସେତେ-ବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, ଆପଣଙ୍କ ପାଇଁ ପରମେଶ୍ଵରଙ୍କଠାରୁ ଆମ୍ଭର ଏକ କଥା ଅଛି; ତହୁଁ ସେ ଆପଣା ଆସନରୁ ଉଠିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା। Viz kapitolaପବିତ୍ର ବାଇବଲ20 ଏହୂଦ ରାଜାଙ୍କ ନିକଟକୁ ଗଲେ। ସେହି ସମୟରେ, ଇଗ୍ଲୋନ ଉଚ୍ଚ ସିଂହାସନ ମଞ୍ଚ ଉପରେ ବସିଥିଲେ, ଏହା କେବଳ ତାଙ୍କର ଥିଲା। ତେଣୁ ଏହୂଦ କହିଲେ, “ଆପଣାଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ ବାର୍ତ୍ତା ଅଛି।” ତେଣୁ ରାଜା ତାଙ୍କର ସିଂହାସନ ଉପରୁ ଉଠି ପଡ଼ିଲେ। ସେ ଏହୂଦଙ୍କର ଖୁବ୍ ନିକଟକୁ ଆସିଲେ। Viz kapitola |