ବିଚାରକର୍ତ୍ତା 3:24 - ଓଡିଆ ବାଇବେଲ24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।” Viz kapitolaପବିତ୍ର ବାଇବଲ24 ତାହାପରେ ଏହୂଦ ମୂଖ ଛାଡ଼ିଲେ ଏବଂ ଇଗ୍ଲୋନର ଦାସମାନେ ଆସିଲେ। ଯେତେବେଳେ ସେମାନେ ଦେଖିଲେ ରାଜାଙ୍କ ସିଂହାସନ ଘରର ଫାଟକ ବନ୍ଦ ହୋଇଥିଲା, ଦାସମାନେ କହିଲେ, “ରାଜା ତାଙ୍କର ନିଜର କୋଠରୀ ମଧ୍ୟରେ ଆରାମ ନେଉଛନ୍ତି।” Viz kapitola |