ବିଚାରକର୍ତ୍ତା 3:26 - ଓଡିଆ ବାଇବେଲ26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ମାତ୍ର ସେମାନେ ବିଳମ୍ଵ କରି ରହିବା ବେଳେ ଏହୂଦ୍ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ। Viz kapitolaପବିତ୍ର ବାଇବଲ26 ଦାସମାନେ ରାଜାଙ୍କ ପାଇଁ ସେଠାରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ ସେ ସ୍ଥାନ ଛାଡ଼ି ପଳାଇଗଲେ। ଏହୂଦ ମୂର୍ତ୍ତି ବାଟଦେଇ ସିୟୀରାକୁ ପଳାଇଗଲେ। Viz kapitola |