ବିଚାରକର୍ତ୍ତା 3:30 - ଓଡିଆ ବାଇବେଲ30 ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହିରୂପେ ମୋୟାବ ସେହି ଦିନ ଇସ୍ରାଏଲ ହସ୍ତାଧୀନରେ ବଶୀଭୂତ ହେଲା। ତହୁଁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ବିଶ୍ରାମ ପାଇଲା। Viz kapitolaପବିତ୍ର ବାଇବଲ30 ଏହିପରି ମୋୟାବ ଦେଶ ସେହି ଦିନ ଇସ୍ରାଏଲ ଅଧୀନରେ ବଶିଭୂତ ହେଲା। ତେଣୁ ଦେଶ ଅଶୀ ବର୍ଷ ପର୍ଯ୍ୟନ୍ତ ଶାନ୍ତିରେ ରହିଲା। Viz kapitola |