Online Bible

- Reklamy -




ବିଚାରକର୍ତ୍ତା 3:31 - ଓଡିଆ ବାଇବେଲ

31 ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ଆଉ ତାହାର ଉତ୍ତାରେ ଅନାତର ପୁତ୍ର ଶମ୍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ଵାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।

Viz kapitola kopírovat

ପବିତ୍ର ବାଇବଲ

31 ଏହୂଦଙ୍କ ପରେ ଇସ୍ରାଏଲୀୟମାନଙ୍କୁ ଆଉ ଜଣେ ରକ୍ଷା କଲେ। ସେ ଶ‌ମ୍‌ଗର, ଅନାତର ପୁତ୍ର ଥିଲେ। ସେ 600 ପଲେଷ୍ଟୀୟ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ହତ୍ୟା କଲେ। ସେ ମଧ୍ୟ ଇସ୍ରାଏଲକୁ ରକ୍ଷା କଲେ।

Viz kapitola kopírovat




ବିଚାରକର୍ତ୍ତା 3:31

Následuj nás:

Reklamy


Reklamy