ବିଚାରକର୍ତ୍ତା 3:8 - ଓଡିଆ ବାଇବେଲ8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଅରାମ-ନହରୟିମର ରାଜା କୂଶନ-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଅରାମନହରୟିମ୍ର ରାଜା କୂଶନ୍-ରିଶୀୟାଥୟିମ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ତହୁଁ ଇସ୍ରାଏଲ-ସନ୍ତାନଗଣ ଆଠ ବର୍ଷ ପର୍ଯ୍ୟନ୍ତ ସେହି କୂଶନ୍-ରିଶୀୟାଥୟିମ୍ର ସେବା କଲେ। Viz kapitolaପବିତ୍ର ବାଇବଲ8 ସଦାପ୍ରଭୁଙ୍କ କୋପ ଇସ୍ରାଏଲବାସୀଙ୍କ ଉପରେ ପଡ଼ିଲା। ତେଣୁ ସେ ଅରାମ ନହରୟିମର ରାଜା କୂଶନରିଶିୟାଥୟିମର ହସ୍ତରେ ଇସ୍ରାଏଲବାସୀଙ୍କୁ ପରାସ୍ତ କଲେ। ତେଣୁ ଇସ୍ରାଏଲବାସୀମାନେ ଆଠ ବର୍ଷ ପର୍ଯ୍ୟନ୍ତ ତାଙ୍କର ସେବା କଲେ। Viz kapitola |