Online Bible

- Reklamy -




ବିଚାରକର୍ତ୍ତା 4:15 - ଓଡିଆ ବାଇବେଲ

15 ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗ ଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ଼୍‍ଗ ମୁଖରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।

Viz kapitola kopírovat

ପବିତ୍ର ବାଇବଲ

15 ବାରକ୍ ଏବଂ ତାଙ୍କର ସମସ୍ତ ସୈନିକ ସୀଷରାକୁ ଆକ୍ରମଣ କଲେ, ସଦାପ୍ରଭୁ ସୀଷରାକୁ ଓ ତାଙ୍କର ସୈନ୍ୟମାନଙ୍କ ପ୍ରତି ଦ୍ୱନ୍ଦ କଲେ। ସେମାନେ କ’ଣ କରିବେ ତାହା ସ୍ଥିର କରି ପାରିଲେ ନାହିଁ। ତେଣୁ ବାରକ୍ ଏବଂ ତାଙ୍କର ସୈନ୍ୟମାନେ ସୀଷରାର ସୈନ୍ୟମାନଙ୍କୁ ପରାସ୍ତ କଲେ, କିନ୍ତୁ ସୀଷରା ରଥରୁ ଓହ୍ଲାଇ ପଡ଼ିଲେ ଏବଂ ଦୌଡ଼ି ପଳାୟନ କଲେ।

Viz kapitola kopírovat




ବିଚାରକର୍ତ୍ତା 4:15

Následuj nás:

Reklamy


Reklamy