ବିଚାରକର୍ତ୍ତା 4:19 - ଓଡିଆ ବାଇବେଲ19 ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ସୀଷରା ତାହାକୁ କହିଲା, ମୋତେ ଟିକିଏ ଜଳ ପିଆଅନା; ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ସୀଷରା ତାହାକୁ କହିଲା, “ମୋତେ ଟିକିଏ ଜଳ ପିଆଅନା;” ମୁଁ ତୃଷିତ ଅଟେ। ତହିଁରେ ସେ ଦୁଗ୍ଧକୁମ୍ପା ଫିଟାଇ ପାନ କରିବାକୁ ଦେଇ ତାକୁ ଘୋଡ଼ାଇ ରଖିଲା। Viz kapitolaପବିତ୍ର ବାଇବଲ19 ସୀଷରା ଯାୟେଲକୁ କହିଲେ, “ମୁଁ ଭାରି ତୃଷାର୍ତ୍ତ, ମୋତେ କିଛି ପାଣି ପିଇବାକୁ ଦିଅ।” ଯାୟେଲ ତାଙ୍କୁ ଏକ ଚମଡ଼ା ବୋତଲରେ କିଛି କ୍ଷୀର ପିଇବାକୁ ଦେଲେ ଓ ତା'ପରେ ତାକୁ କମ୍ବଳ ଘୋଡ଼ାଇ ଦେଲେ। Viz kapitola |