ବିଚାରକର୍ତ୍ତା 4:2 - ଓଡିଆ ବାଇବେଲ2 ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ସଦାପ୍ରଭୁ ହାତ୍ସୋରରେ ରାଜତ୍ଵକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା। Viz kapitolaପବିତ୍ର ବାଇବଲ2 ତେଣୁ ସଦାପ୍ରଭୁ ହାତ୍ସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ଇସ୍ରାଏଲ ସନ୍ତାନଗଣକୁ ପରାସ୍ତ କରାଇଲେ। ଯାବୀନ୍ ହାରୋଶୋତ୍ରେ ରାଜତ୍ୱ କରୁଥିଲେ। ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା'ର ସେନାପତି ଥିଲା। Viz kapitola |