ବିଚାରକର୍ତ୍ତା 4:3 - ଓଡିଆ ବାଇବେଲ3 ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି କଠୋର ଦୌରାତ୍ମ୍ୟ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା। Viz kapitolaପବିତ୍ର ବାଇବଲ3 ସୀଷରାର 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇସ୍ରାଏଲର ଲୋକମାନଙ୍କ ପ୍ରତି କୋଡ଼ିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ୟାଗ୍ଭର କଲେ। ତେଣୁ ଇସ୍ରାଏଲର ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Viz kapitola |