Online Bible

- Reklamy -




ବିଚାରକର୍ତ୍ତା 4:7 - ଓଡିଆ ବାଇବେଲ

7 ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଆମ୍ଭେ ଯାବୀନ୍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍ ନଦୀ କତିକି ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”

Viz kapitola kopírovat

ପବିତ୍ର ବାଇବଲ

7 ମୁଁ ଯାବୀ‌ନ୍‌ର ସେନାପତି ସୀଷରାକୁ ଆଗେଇ ନେବି, ତା'ର ରଥକୁ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖରେ ତୁମ୍ଭକୁ ଓ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି।’”

Viz kapitola kopírovat




ବିଚାରକର୍ତ୍ତା 4:7

Následuj nás:

Reklamy


Reklamy