Online Bible

- Reklamy -




ବିଚାରକର୍ତ୍ତା 5:14 - ଓଡିଆ ବାଇବେଲ

14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀର୍ଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନ୍‍ଠାରୁ ସୈନ୍ୟଗଣନାକାରୀ ଦଣ୍ତଧରମାନେ ଓହ୍ଲାଇ ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

14 “ଇଫ୍ରୟିମର ସନ୍ତାନଗଣ ଆସିଲେ। ଅମାଲେକ ପର୍ବତମାଳାରୁ ତୁମ୍ଭ ପଛେ ବିନ୍ୟାମୀନ ଥିଲେ ତୁମ୍ଭ ଲୋକମାନେ ମଧ୍ୟ ମାଖୀରଠାରୁ ଶାସନକର୍ତ୍ତାମାନେ ସବୁଲୂନ୍ ପରିବାରବର୍ଗଠାରୁ ସୈନ୍ୟଗଣନାକାରୀ ଦଣ୍ତାଧାରମାନେ ଓହ୍ଲାଇ ଆସିଲେ।

Viz kapitola kopírovat




ବିଚାରକର୍ତ୍ତା 5:14

Následuj nás:

Reklamy


Reklamy