Online Bible

- Reklamy -




ବିଚାରକର୍ତ୍ତା 5:15 - ଓଡିଆ ବାଇବେଲ

15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍‍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍‍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ଇଷାଖରର ଅଧିପତିମାନେ ଦବୋରା ସଙ୍ଗେ ଥିଲେ; ଯେପରି ଇଷାଖର, ସେପରି ବାରକ୍‍ ଥିଲା; ସେମାନେ ତଳଭୂମିରେ ତାହାର ଗୋଡ଼େ ଗୋଡ଼େ ମାଡ଼ିଗଲେ। ରୁବେନ୍‍ ସ୍ରୋତସମୂହ ନିକଟରେ ଗୁରୁତର ମନୋଭାବନା ହେଲା।

Viz kapitola kopírovat

ପବିତ୍ର ବାଇବଲ

15 ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗରେ ଥିଲେ। ଇଷାଖର ଯେମିତି ବାରକ୍ ମଧ୍ୟ ସେମିତି ଥିଲା। ସେମାନେ ତଳ ଭୂମିଆଡ଼େ ମାଡ଼ିଗଲେ। “ରୁବେ‌ନ୍‌ର ସ୍ରୋତସମୂହ ଗୁରୁତର ମନୋଭାବନା ହେଲା।

Viz kapitola kopírovat




ବିଚାରକର୍ତ୍ତା 5:15

Následuj nás:

Reklamy


Reklamy