Online Bible

- Reklamy -




ବିଚାରକର୍ତ୍ତା 5:24 - ଓଡିଆ ବାଇବେଲ

24 ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ଵୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।

Viz kapitola kopírovat

ପବିତ୍ର ବାଇବଲ

24 ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ସ୍ତ୍ରୀ ଯାୟେଲ ଧନ୍ୟ ହେବେ। ତମ୍ବୁ ନିବାସିନୀମାନଙ୍କ ମଧ୍ୟରେ ଧନ୍ୟ ହେବେ।

Viz kapitola kopírovat




ବିଚାରକର୍ତ୍ତା 5:24

Následuj nás:

Reklamy


Reklamy