Online Bible

- Reklamy -




ବିଚାରକର୍ତ୍ତା 5:26 - ଓଡିଆ ବାଇବେଲ

26 ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ସେ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେ ତମ୍ବୁ ମେଖ ଧରିବାକୁ ଆପଣା ହସ୍ତ ଓ କାରିଗରର ପିଟଣା ଧରିବାକୁ ଆପଣା ଦକ୍ଷିଣ ହସ୍ତ ବଢ଼ାଇଲା; ସେ ସୀଷରାକୁ ପିଟିଲା, ସେ ତାହାର ମସ୍ତକ ବିନ୍ଧି ପକାଇଲା, ହଁ, ସେ ତାହାର କର୍ଣ୍ଣମୂଳ ଫୋଡ଼ି ଭେଦ କଲା।

Viz kapitola kopírovat

ପବିତ୍ର ବାଇବଲ

26 ଯାୟେଲ ଗୋଟିଏ ହାତରେ ମେଖଣା ଧରି ଦକ୍ଷିଣ ହସ୍ତରେ ପିଟଣା ଧରି ସୀଷରାର ମୁଣ୍ଡ ଫଟାଇ ଦେଲେ କର୍ଣ୍ଣମୂଳରେ ଯାଇ ମେଖଣା ପଶିଲା।

Viz kapitola kopírovat




ବିଚାରକର୍ତ୍ତା 5:26

Následuj nás:

Reklamy


Reklamy