Online Bible

- Reklamy -




ବିଚାରକର୍ତ୍ତା 5:27 - ଓଡିଆ ବାଇବେଲ

27 ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତାହାର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ତାହାର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା, ସେ ଶୋଇଲା; ସେହି ସ୍ତ୍ରୀର ପାଦ ତଳେ ସେ ନଇଁଲା, ସେ ପଡ଼ିଲା; ଯେଉଁଠାରେ ସେ ନଇଁଲା, ସେହିଠାରେ ସେ ହତ ହୋଇ ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ

27 ତାହାର ପାଦତଳେ ନଇଁ ପଡ଼ିଲା, ପାଦତଳେ ସେ ଲୋଟି ପଡ଼ିଲା, ପାଦତଳେ ସେ ଶୋଇ ପଡ଼ିଲା। ଯେଉଁଠାରେ ସେ ଶୋଇ ପଡ଼ିଲା ସେହିଠାରେ ସେ ମଲା।

Viz kapitola kopírovat




ବିଚାରକର୍ତ୍ତା 5:27

Následuj nás:

Reklamy


Reklamy