Online Bible

- Reklamy -




ବିଚାରକର୍ତ୍ତା 5:28 - ଓଡିଆ ବାଇବେଲ

28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ଵ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ‘ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି?’

Viz kapitola kopírovat

ପବିତ୍ର ବାଇବଲ

28 “ସୀଷରାର ମା ଝରକା ପାଖରେ ଅପେକ୍ଷା କରୁଥିଲା ଏବଂ ସେ ଜାଲି ଦେଇ ଗ୍ଭହୁଁଥିଲା। ସେ ଏହା ଚିନ୍ତା କରି କାନ୍ଦୁଥିଲା, ‘ସୀଷରାର ରଥ ବିଳମ୍ବ କାହିଁକି? ତଥାପି, ମୁଁ କାହିଁକି ତା'ର ରଥ ଶବ୍ଦ ଶୁଣି ପାରୁ ନାହିଁ?’

Viz kapitola kopírovat




ବିଚାରକର୍ତ୍ତା 5:28

Následuj nás:

Reklamy


Reklamy