ବିଚାରକର୍ତ୍ତା 5:8 - ଓଡିଆ ବାଇବେଲ8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ଵାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା? Viz kapitolaପବିତ୍ର ବାଇବଲ8 “ପରମେଶ୍ୱର ନୂତନ ନେତାମାନଙ୍କୁ ନଗର ଦ୍ୱାରରେ ଯୁଦ୍ଧ କରିବାକୁ ମନୋନୀତ କଲେ। ସମଗ୍ର ଇସ୍ରାଏଲର 40,000 ମଧ୍ୟରେ ଏକ ବର୍ଚ୍ଛା ବା ଢାଲ ଦେଖାଗଲା ନାହିଁ। Viz kapitola |