Online Bible

- Reklamy -




ବିଚାରକର୍ତ୍ତା 6:15 - ଓଡିଆ ବାଇବେଲ

15 ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି ? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ’ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”

Viz kapitola kopírovat

ପବିତ୍ର ବାଇବଲ

15 କିନ୍ତୁ ଗିଦିୟୋନ ତାଙ୍କୁ କହିଲେ, “ହେ ମୋର ସଦାପ୍ରଭୁ, ମୁଁ କିପରି ଇସ୍ରାଏଲକୁ ରକ୍ଷା କରି ପାରିବି? ମନଃଶିର ପରିବାରବର୍ଗ ମଧ୍ୟରେ ମୋର ପରିବାର ସବୁଠାରୁ ଦୁର୍ବଳ ଏବଂ ମୋର ପରିବାର ମଧ୍ୟରେ ମୁଁ ସବୁଠାରୁ ସାନ।”

Viz kapitola kopírovat




ବିଚାରକର୍ତ୍ତା 6:15

Následuj nás:

Reklamy


Reklamy