ବିଚାରକର୍ତ୍ତା 6:18 - ଓଡିଆ ବାଇବେଲ18 ବିନୟ କରୁଛି, ମୁଁ ଆପଣା ଭେଟି ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ବିନୟ କରୁଛି, ମୁଁ ଆପଣା ଭେଟୀ ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ ନ କରନ୍ତୁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।” Viz kapitolaପବିତ୍ର ବାଇବଲ18 ମୁଁ ପ୍ରାର୍ଥନା କରୁଛି ଯେ, ମୁଁ ଆପଣାର ନୈବେଦ୍ୟ ଆଣି ଆପଣଙ୍କ ସମ୍ମୁଖରେ ନରଖିବା ପର୍ଯ୍ୟନ୍ତ ଏହି ସ୍ଥାନରୁ ପ୍ରସ୍ଥାନ କରିବ ନାହିଁ।” ଏବଂ ସଦାପ୍ରଭୁ କହିଲେ, “ତୁମ୍ଭେ ଆସିବା ପର୍ଯ୍ୟନ୍ତ ମୁଁ ଏହିଠାରେ ଅପେକ୍ଷା କରିବି।” Viz kapitola |