ବିଚାରକର୍ତ୍ତା 6:19 - ଓଡିଆ ବାଇବେଲ19 ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍ ବୃକ୍ଷ ମୂଳେ ଥୋଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛାଗବତ୍ସ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ। Viz kapitolaପବିତ୍ର ବାଇବଲ19 ତେଣୁ ଗିଦିୟୋନ ଭିତରକୁ ଯାଇ ଏକ ଛାଗବତ୍ସକୁ ରାନ୍ଧିଲେ। କୋଡ଼ିଏ ପାଉଣ୍ତ ମଇଦାର ଏକ ତାଡ଼ିଶୂନ୍ୟ ରୋଟୀ ପ୍ରସ୍ତୁତ କଲେ, ଗିଦିୟୋନ ମାଂସକୁ ଗୋଟିଏ ଝୁଡ଼ିରେ ଓ ଝୋଳକୁ ଅନ୍ୟ ପାତ୍ରରେ ରଖିଲେ, ଏହିଗୁଡ଼ିକ ଆଣି ଅଲୋନବୃକ୍ଷ ନିକଟରେ ରଖିଲେ। Viz kapitola |