ବିଚାରକର୍ତ୍ତା 6:22 - ଓଡିଆ ବାଇବେଲ22 ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, ହାୟ ହାୟ ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, ହାୟ ହାୟ ! ହେ ପ୍ରଭୋ, ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।” Viz kapitolaପବିତ୍ର ବାଇବଲ22 ଏହା ପରେ ଗିଦିୟୋନ ହୃଦୟଙ୍ଗମ କଲେ ଯେ, ସେ ସଦାପ୍ରଭୁଙ୍କର ଦୂତଙ୍କ ସହିତ କଥା ହେଉଥିଲେ। ତେଣୁ ଗିଦିୟୋନ ଚିତ୍କାର କଲେ, “ହେ ସର୍ବଶକ୍ତିମାନ ପରମେଶ୍ୱର, ମୋର ପ୍ରଭୁ, ମୁଁ ସଦାପ୍ରଭୁଙ୍କ ଦୂତଙ୍କୁ ମୁହାଁମୁହିଁ ଦେଖିଛି!” Viz kapitola |