ବିଚାରକର୍ତ୍ତା 6:25 - ଓଡିଆ ବାଇବେଲ25 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ; Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଆପଣା ପିତାର ଯୁବା ଗୋରୁକୁ, ଅର୍ଥାତ୍, ସାତ ବର୍ଷର ଦ୍ଵିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ; Viz kapitolaପବିତ୍ର ବାଇବଲ25 ସେହି ରାତ୍ରିରେ ସଦାପ୍ରଭୁ ଗିଦିୟୋନକୁ କହିଲେ, “ତୁମ୍ଭ ପିତାଙ୍କର ଏକ ଷଣ୍ଢ, ଯାହାକୁ ସାତ ବର୍ଷ ହୋଇଛି ତାକୁ ନିଅ। ତୁମ୍ଭ ପିତାଙ୍କର ବାଲ୍ଦେବତା ନିମନ୍ତେ ଥିବା ଯଜ୍ଞବେଦି ଭାଙ୍ଗି ପକାଅ। ସେହି ବେଦି ନିକଟରେ ଥିବା ଆଶେରାର ମୂର୍ତ୍ତିକୁ କାଟି ପକାଅ। Viz kapitola |