ବିଚାରକର୍ତ୍ତା 6:37 - ଓଡିଆ ବାଇବେଲ37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ଵାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତେବେ ଦେଖ, ମୁଁ ଖଳାରେ ଗଦାଏ ମେଷଲୋମ ରଖିବି; ଯେବେ କେବଳ ସେହି ଲୋମଗଦା ଉପରେ କାକର ପଡ଼େ ଓ ସମସ୍ତ ଭୂମି ଶୁଷ୍କ ରହେ, ତେବେ ତୁମ୍ଭେ ଆପଣା ବାକ୍ୟାନୁସାରେ ମୋʼ ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ ବୋଲି ମୁଁ ଜାଣିବି।” Viz kapitolaପବିତ୍ର ବାଇବଲ37 ମୁଁ ଖଳାରେ ମେଷଚମଡ଼ା ପକାଇବି ଯଦି ଖଳାରେ ପଡ଼ିଥିବା ଚମଡ଼ା ଉପରେ କେବଳ କାକର ପଡ଼ିବ ଏବଂ ଭୂମି ଶୁଷ୍କ ରହିବ, ତେବେ ମୁଁ ଜାଣିବି ତୁମ୍ଭେ ଆପଣା ବାକ୍ୟାନୁସାରେ ମୋ’ ଦ୍ୱାରା ଇସ୍ରାଏଲକୁ ରକ୍ଷା କରୁଛ,।” Viz kapitola |