ବିଚାରକର୍ତ୍ତା 6:38 - ଓଡିଆ ବାଇବେଲ38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକପାତ୍ର ଜଳ ବାହାରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହିଁରେ ସେରୂପ ହେଲା; ସେ ପରଦିନ ପ୍ରଭାତରେ ଉଠି ସେହି ଲୋମ ଏକତ୍ର ଚିପି କାକର ଚିପୁଡ଼ନ୍ତେ, ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। Viz kapitolaପବିତ୍ର ବାଇବଲ38 ଏବଂ ତାହା ଠିକ୍ ସେହିପରି ହିଁ ଘଟିଥିଲା। ଗିଦିୟୋନ ତା’ ପରଦିନ ପ୍ରଭାତରେ ଉଠି ସେହି ଚମଡ଼ାକୁ ଏକତ୍ର ଚିପୁଡ଼ନ୍ତେ ଲୋମରୁ ପୂର୍ଣ୍ଣ ଏକ ପାତ୍ର ଜଳ ବାହାରିଲା। Viz kapitola |