ବିଚାରକର୍ତ୍ତା 6:39 - ଓଡିଆ ବାଇବେଲ39 ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, ମୋ’ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେତେବେଳେ ଗିଦିୟୋନ୍ ପରମେଶ୍ଵରଙ୍କୁ କହିଲେ, ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ଵଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ଵାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେତେବେଳେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, “ମୋʼ ପ୍ରତିକୂଳରେ ତୁମ୍ଭର କ୍ରୋଧ ପ୍ରଜ୍ୱଳିତ ନ ହେଉ, ମୁଁ ଏହି ଥରକ ମାତ୍ର କହିବି; ବିନୟ କରୁଅଛି; ଏହି ଲୋମ ଦ୍ୱାରା ମୋତେ ଏହି ଥରକ ମାତ୍ର ପରୀକ୍ଷା ନେବାକୁ ଦିଅ; ବିନୟ କରୁଅଛି, କେବଳ ଲୋମ ଉପରେ ଶୁଷ୍କତା ହେଉ ଓ ସମସ୍ତ ଭୂମି ଉପରେ କାକର ପଡ଼ୁ।” Viz kapitolaପବିତ୍ର ବାଇବଲ39 ଏହା ପରେ ଗିଦିୟୋନ ପରମେଶ୍ୱରଙ୍କୁ କହିଲେ, “ମୋ’ ଉପରେ କ୍ରୋଧିତ ହୁଅ ନାହିଁ। ମୋତେ କେବଳ ଆଉ ଗୋଟିଏ କଥା ପଗ୍ଭରିବାକୁ ଅନୁମତି ଦିଅ। ଏହି ଚମଡ଼ାଦ୍ୱାରା ମୋତେ ତୁମ୍ଭକୁ ପରୀକ୍ଷା କରିବାକୁ ଦିଅ। ଚମଡ଼ାଟି ଶୁଖିଯାଉ ଏବଂ ତା'ର ଗ୍ଭରିପାଖରେ ଥିବା ଭୂମି କାକରରେ ଓଦା ଦେଉ।” Viz kapitola |