Online Bible

- Reklamy -




ବିଚାରକର୍ତ୍ତା 7:13 - ଓଡିଆ ବାଇବେଲ

13 ପୁଣି ଗିଦିୟୋନ୍‍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ-ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ଵପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ଵପ୍ନ ଦେଖିଲି ଯେ, ଏକ ଯବ-ରୋଟୀ ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ଵୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ଵୁ ଶୋଇ ପଡ଼ିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ଗିଦିୟୋନ୍‍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”

Viz kapitola kopírovat

ପବିତ୍ର ବାଇବଲ

13 ଗିଦିୟୋନ ସେଠାରେ ଉପସ୍ଥିତ ହୋଇ ଶୁଣିଲେ ଯେ, ଜଣେ ତାଙ୍କର ସାଙ୍ଗକୁ ଏକ ସ୍ୱପ୍ନ ବିଷୟରେ କହୁଥିଲା, ସେ କହିଲା, “ମୁଁ ସ୍ୱପ୍ନ ଦେଖିଲି, ଏକ ଯବରୋଟୀ ମିଦିୟନୀୟ ଛାଉଣି ଆଡ଼କୁ ଗଡ଼ି ତୁମ୍ଭକୁ ଆସି ଆଘାତ କଲା, ତାହା ପଡ଼ିଗଲା, ତାକୁ ଓଲଟାଇଲା ପରେ ତମ୍ବୁମାନ ପଡ଼ିଗଲା।”

Viz kapitola kopírovat




ବିଚାରକର୍ତ୍ତା 7:13

Následuj nás:

Reklamy


Reklamy