Online Bible

- Reklamy -




ବିଚାରକର୍ତ୍ତା 7:17 - ଓଡିଆ ବାଇବେଲ

17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ’ ପ୍ରତି ଦୃଷ୍ଟି ରଖି ମୋ’ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ହିଁ ସେରୂପ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋʼ ପ୍ରତି ଦୃଷ୍ଟି ରଖି ମୋʼ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।

Viz kapitola kopírovat

ପବିତ୍ର ବାଇବଲ

17 ଏହା ପରେ ଗିଦିୟୋନ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ମୋତେ ଅନୁସରଣ କର ଏବଂ ଦେଖ ମୁଁ ଯାହା କରୁଛି ତୁମେ ସେହିପରି କର। ମୋ’ ପଛରେ ସେନା ଛାଉଣିର ସୀମା ପର୍ଯ୍ୟନ୍ତ ଆସ। ମୁଁ ଯେତେବେଳେ ସେମାନଙ୍କର ଛାଉଣିର ସୀମା ପାଖରେ ପହଞ୍ଚିବି। ମୁଁ ଯେପରି କରିବି ତୁମ୍ଭେମାନେ ଠିକ୍ ସେହିପରି କରିବ।

Viz kapitola kopírovat




ବିଚାରକର୍ତ୍ତା 7:17

Následuj nás:

Reklamy


Reklamy