ବିଚାରକର୍ତ୍ତା 7:18 - ଓଡିଆ ବାଇବେଲ18 ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ଼୍ଗ) ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ୍ଗ) ‘ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।’” Viz kapitolaପବିତ୍ର ବାଇବଲ18 ତୁମ୍ଭେମାନେ ସମସ୍ତେ ଶତ୍ରୁ ଛାଉଣିକୁ ଘେରାଉ କରିବ ଏବଂ ମୁଁ ଏବଂ ମୋ’ ସଙ୍ଗରେ ଥିବା ସୈନ୍ୟମାନେ ଆମ୍ଭର ତୂରୀ ବଜାଇବୁ। ତା'ପରେ ତୁମ୍ଭେମାନେ ତୁମ୍ଭର ତୂରୀ ବଜାଇବ ଏବଂ ତୁମ୍ଭେମାନେ ସମସ୍ତେ ଏକା ସ୍ୱରରେ କହିବ, ‘ସଦାପ୍ରଭୁଙ୍କ ପାଇଁ ଓ ଗିଦିୟୋନର ପାଇଁ।’” Viz kapitola |