ବିଚାରକର୍ତ୍ତା 7:24 - ଓଡିଆ ବାଇବେଲ24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର; ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ପ୍ରତିକୂଳରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବୈଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର; ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବୈଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, “ମିଦୀୟନ ବିରୁଦ୍ଧରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କର;” ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବେଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ। Viz kapitolaପବିତ୍ର ବାଇବଲ24 ଏହା ପରେ ଗିଦିୟୋନ ପର୍ବତମୟ ଦେଶ ଇଫ୍ରୟିମକୁ ଦୂତମାନଙ୍କୁ ପଠାଇଲେ। ଦୂତଗଣ କହିଲେ, “ଓହ୍ଲାଇ ଆସ ଏବଂ ମିଦିୟନୀମାନଙ୍କ ସୈନ୍ୟଗଣକୁ ଆକ୍ରମଣ କର। ଯର୍ଦ୍ଦନ ନଦୀ ଓ ବୈଥ୍-ବାରା ପର୍ଯ୍ୟନ୍ତ ନିଜ ନିୟନ୍ତ୍ରଣକୁ ଆଣ। ମିଦିୟନୀୟମାନେ ସେଠାରେ ପହଞ୍ଚିବା ପୂର୍ବରୁ ଏପରି କର।” ତେଣୁ ସେମାନେ ଇଫ୍ରୟିମର ଲୋକମାନଙ୍କୁ ଏକତ୍ରିତ କଲେ। ସେମାନେ ବୈଥେ-ବାରା ଅଞ୍ଚଳ ପର୍ଯ୍ୟନ୍ତ ନିୟନ୍ତ୍ରଣ କଲେ। Viz kapitola |