ବିଚାରକର୍ତ୍ତା 8:19 - ଓଡିଆ ବାଇବେଲ19 ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋ’ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାଆନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ, ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।” Viz kapitolaପବିତ୍ର ବାଇବଲ19 ଗିଦିୟୋନ କହିଲେ, “ସେମାନେ ମୋର ଭାଇ ଥିଲେ। ମୋର ମା’ର ପୁତ୍ର! ଯେହେତୁ ସଦାପ୍ରଭୁ ଅଛନ୍ତି, ଯଦି ତୁମ୍ଭେ ସେମାନଙ୍କୁ ମାରି ନ ଥା’ନ୍ତ ତେବେ ମୁଁ ତୁମ୍ଭକୁ ବର୍ତ୍ତମାନ ମାରି ନ ଥା’ନ୍ତି।” Viz kapitola |