Online Bible

- Reklamy -




ବିଚାରକର୍ତ୍ତା 8:20 - ଓଡିଆ ବାଇବେଲ

20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ଼୍‍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।

Viz kapitola kopírovat

ପବିତ୍ର ବାଇବଲ

20 ଏହା ପରେ ଗିଦିୟୋନ ଯେଥରକୁ କହିଲେ, ଯେ କି ତାଙ୍କର ଜ୍ୟେଷ୍ଠ ପୁତ୍ର ଥିଲା, “ଏହି ରାଜାମାନଙ୍କୁ ହତ୍ୟାକର।” କିନ୍ତୁ ଯେଥର ଜଣେ ବାଳକ ଥିବାରୁ ଭୟ କଲେ। ତେଣୁ ସେ ତାଙ୍କର ‌‌ଖ‌ଡ଼୍‌ଗ ବାହାର କଲେ ନାହିଁ।

Viz kapitola kopírovat




ବିଚାରକର୍ତ୍ତା 8:20

Následuj nás:

Reklamy


Reklamy