ବିଚାରକର୍ତ୍ତା 8:24 - ଓଡିଆ ବାଇବେଲ24 ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ। କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ। କାରଣ ସେମାନେ ଇଶ୍ମାଏଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ।” କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା। Viz kapitolaପବିତ୍ର ବାଇବଲ24 ଗିଦିୟୋନ ଇସ୍ରାଏଲୀୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି, ତୁମ୍ଭେମାନେ ଯୁଦ୍ଧରେ ନେଇଯାଇଥିବା ସୁବର୍ଣ୍ଣ କର୍ଣ୍ଣ କୁଣ୍ଡଳ ମୋତେ ଦିଅ।” ହାରିଥିବା ଇସ୍ରାଏଲୀୟଙ୍କର ସୁବର୍ଣ୍ଣର କର୍ଣ୍ଣ କୁଣ୍ଡଳକୁ ସେମାନେ ନେଇଯାଇଥିଲେ। Viz kapitola |