Online Bible

- Reklamy -




ବିଚାରକର୍ତ୍ତା 8:9 - ଓଡିଆ ବାଇବେଲ

9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।”

Viz kapitola kopírovat

ପବିତ୍ର ବାଇବଲ

9 ତେଣୁ ଗିଦିୟୋନ ପନୂୟେଲର ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ, ତୁମ୍ଭର ଉଚ୍ଚ ପ୍ରାସାଦ ଭାଙ୍ଗିବି।”

Viz kapitola kopírovat




ବିଚାରକର୍ତ୍ତା 8:9

Následuj nás:

Reklamy


Reklamy