Online Bible

- Reklamy -




ବିଚାରକର୍ତ୍ତା 9:16 - ଓଡିଆ ବାଇବେଲ

16 ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଏବେ ତୁମ୍ଭେମାନେ ଅବୀମେଲକ୍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏବେ ତୁମ୍ଭେମାନେ ଅବୀମେଲକ୍‍କୁ ରାଜା କରିବାରେ ଯେବେ ସତ୍ୟ ଓ ସରଳ ବ୍ୟବହାର କରିଥାଅ ଓ ଯିରୁବ୍ବାଲ୍‍ ଓ ତାଙ୍କ ବଂଶ ପ୍ରତି ଭଲ ବ୍ୟବହାର କରିଥାଅ ଓ ତାଙ୍କର ହସ୍ତକୃତ କର୍ମାନୁସାରେ ତାଙ୍କ ପ୍ରତି ବ୍ୟବହାର କରିଥାଅ, (ତେବେ ଉତ୍ତମ);

Viz kapitola kopírovat

ପବିତ୍ର ବାଇବଲ

16 “ଯଦି ବାସ୍ତବରେ ତୁମ୍ଭେମାନେ ଅବୀମେଲକକୁ ରାଜା କରିବାରେ ସାଧୁତା ଅବଲମ୍ବନ କରିଥାଅ ଓ ଏହା କରିବା ଦ୍ୱାରା ତୁମ୍ଭେମାନେ ଓ ଯିରୁବ୍ବାଲ୍ ଓ ତା'ର ପରିବାର ପ୍ରତି ନିରପେକ୍ଷ ଦେଖାଇଥାଅ ଏବଂ ଯଦି ସେମାନଙ୍କ ପ୍ରାପ୍ୟ ଅନୁସାରେ ବ୍ୟବହାର କରିଥାଅ।

Viz kapitola kopírovat




ବିଚାରକର୍ତ୍ତା 9:16

Následuj nás:

Reklamy


Reklamy